ନୂଆ ରେକର୍ଡ କଲେ ନବୀନ, ଦ୍ୱିତୀୟ ସର୍ବାଧିକ ସମୟ ମୁଖ୍ୟମନ୍ତ୍ରୀ ରହି ଇତିହାସ

ଭୁବନେଶ୍ୱର ୨୨/୦୭: ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ନୂଆ ରେକର୍ଡର ହେବେ ଅଧିକାରୀ । ସର୍ବାଧିକ କାଳ ଶାସନ କ୍ଷମତାରେ ରହିବାରେ ନବୀନ ହେବେ ଦେଶର ଦ୍ବିତୀୟ ମୁଖ୍ୟମନ୍ତ୍ରୀ । ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ଜ୍ୟୋତି ବସୁଙ୍କ ରେକର୍ଡର ସମକକ୍ଷ ହେବେ ନବୀନ। ଜ୍ୟୋତି ବସୁ ୨୩ ବର୍ଷ ୧୩୮ ଦିନ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ୧୯୭୭ରୁ ୨୦୦୦ ମସିହା ପର୍ଯ୍ୟନ୍ତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ … Continue reading ନୂଆ ରେକର୍ଡ କଲେ ନବୀନ, ଦ୍ୱିତୀୟ ସର୍ବାଧିକ ସମୟ ମୁଖ୍ୟମନ୍ତ୍ରୀ ରହି ଇତିହାସ