Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ବର : ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପଛରେ ରହିଛି ସୁଚିନ୍ତିତ ଷଡ଼ଯନ୍ତ୍ର : ନରସିଂହ ମିଶ୍ର
  • ||
  • ରାହୁଲଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗରେ କଳା ଡ୍ରେସ୍ ପିନ୍ଧି କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • ଆଉ ୧୦ ଜିଲ୍ଲାରେ ଭର୍ଚୁଆଲ୍‌ ହାଇକୋର୍ଟ, ଘୋଷଣା କଲେ ହାଇକୋର୍ଟ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର : ୧୩ ଜିଲ୍ଲାରେ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ରାଉରକେଲାରେ ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ
  • ||

କୁଆଡେ ଗଲା ରତ୍ନ ଭଣ୍ଡାର ଚାବି ? ଶ୍ରୀମନ୍ଦିର ପ୍ରଶାସନ ଜାରି କଲା ପ୍ରେସ ରିଲିଜ

5/06/2018 at 6:51 AM

କୁଆଡ଼େ ଗଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି, ଏନେଇ ଆରମ୍ଭ ହୋଇଛି ସରକାରୀ ତନାଘନା । ଚାବି ଗାଏବ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାବିକୁ ନେଇ ରାଜନୈତିକ ହଟଚମଟ ଥିବା ବେଳେ ଦଇତାପତି ନିଯୋଗ ସଭାପତି ଗଜପତିଙ୍କୁ ଟାର୍ଗେଟ୍ କରିଛନ୍ତି । ଏସବୁ ଭିତରେ ଶ୍ରୀମନ୍ଦିର ପ୍ରଶାସନ ଏକ ପ୍ରେସ୍ ରିଲିଜ୍ ମାଧ୍ୟମରେ ଜନସାଧାରଣଙ୍କୁ ବିଭ୍ରାନ୍ତ ନହେବା ପାଇଁ ଅନୁରୋଧ କରିଛି । ପ୍ରେସ୍ ରଲିଜ୍ ରେ କୁହାଯାଇଛି ଯେ ମହାପ୍ରଭୁଙ୍କ ସମସ୍ତ ଅଳଙ୍କାର ରତ୍ନ ଭଣ୍ଡାରରେ ସୁଦୃଢ଼ ସଂରକ୍ଷଣ ବ୍ୟବସ୍ଥା ମଧ୍ୟରେ ଅଛି ।

Leave a Reply

   Related Posts