ଆଜି ପହିଲି ରଜ, ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published By : Prameya-News7 Bureau | June 14, 2022 IST

ଭୁବନେଶ୍ୱର ୧୪।୦୬ :  ଆଜି ପହିଲି ରଜ । ଗାଁଠୁ ସହର ଯାଏଁ ଚାରିଆଡେ ମାହୋଲ ଉତ୍ସବମୁଖର । ତେବେ  ପହିଲି ରଜ ଅବସରରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି ।

wp:html /wp:html

ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି ଯେ,  ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ଏହି ଅବସରରେ ସମସ୍ତଙ୍କ ସୁଖ ଓ ମଙ୍ଗଳମୟ ଜୀବନ କାମନା କରୁଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.