scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ

15/08/2022 at 8:23 AM

ଭୁବନେଶ୍ୱର ୧୫/୦୮: ଆଜି ଦେଶ ପାଳୁଛି ୭୬ ତମ ସ୍ୱାଧିନତା ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ୭୬ତମ ସ୍ୱାଧୀନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ।

ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଗୌରବର ମୁହୂର୍ତ୍ତ । ସମସ୍ତଙ୍କ ମିଳିତ ଉଦ୍ୟମରେ ଓଡ଼ିଶା ଏବେ ବିକାଶର ବିଭିନ୍ନ କ୍ଷେତ୍ରରେ ଆଦର୍ଶ ସାଜିଛି । ଆସନ୍ତୁ ବିକାଶର ଧାରାକୁ ବଜାୟ ରଖିବା, ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଏକ ହୋଇ ଆଗକୁ ବଢ଼ିବା । ଜୟ ହିନ୍ଦ ।

   Related Posts