ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ

Published By : Prameya-News7 Bureau | August 15, 2022 IST

ଭୁବନେଶ୍ୱର ୧୫/୦୮: ଆଜି ଦେଶ ପାଳୁଛି ୭୬ ତମ ସ୍ୱାଧିନତା ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ୭୬ତମ ସ୍ୱାଧୀନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ।

ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଗୌରବର ମୁହୂର୍ତ୍ତ । ସମସ୍ତଙ୍କ ମିଳିତ ଉଦ୍ୟମରେ ଓଡ଼ିଶା ଏବେ ବିକାଶର ବିଭିନ୍ନ କ୍ଷେତ୍ରରେ ଆଦର୍ଶ ସାଜିଛି । ଆସନ୍ତୁ ବିକାଶର ଧାରାକୁ ବଜାୟ ରଖିବା, ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଏକ ହୋଇ ଆଗକୁ ବଢ଼ିବା । ଜୟ ହିନ୍ଦ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.