oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ରାଜ୍ୟବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସୁସ୍ଥ ରୁହନ୍ତୁ ଓ ଖୁସିରେ ରୁହନ୍ତୁ

19/03/2022 at 10:44 AM

ଭୁବନେଶ୍ୱର ୧୯/୦୩ : ଆଜି ରଙ୍ଗର ପର୍ବ ହୋଲି । ଏଥିପାଇଁ ଉତ୍ସବ ମୁଖ୍ର ଗାଁଠୁ ସହର । ସବୁଠି ଉତ୍ସାହର ମୋହେଲ ଦେଖିବାକୁ ମିଳୁଛି । ଦୀର୍ଘ ଦୁଇ ବର୍ଷ ପରେ ହୋଲିକୁ ଧୂମଧାମରେ ପାଳନ କରୁଛନ୍ତି ଲୋକେ ।

କରୋନ କଟକଣା ଟିକେ କୋହଳ ହୋଇଥିବାରୁ ଲୋକଙ୍କ ମଧ୍ୟର୍ ଉତ୍ସାହ ଡବଲ ହୋଇଯାଇଛି । ତେବେ ଏହି ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ସମସ୍ତ କୋଭିଡ ନିୟମ ପାଳନ କରି ଉତ୍ସବରେ ସାମିଲ ହୁଅନ୍ତୁ। ସମସ୍ତେ ସୁସ୍ଥ ରୁହନ୍ତୁ ଓ ଖୁସିରେ ରୁହନ୍ତୁ । ଏହାହିଁ ମୋର ରାଜ୍ୟବାସୀଙ୍କୁ କାମନା ।

   Related Posts