Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ଡିସିପି ଅଫିସ୍‌ରେ ପଶିବାକୁ କଂଗ୍ରେସ କର୍ମୀଙ୍କ ଉଦ୍ୟମ, ପୋଲିସ ସହ ମୁହାଁମୁହିଁ

14/12/2021 at 3:17 PM

ଭୁବନେଶ୍ବର ୧୪।୧୨: କଂଗ୍ରେସ ଭବନ ଭିତରେ ପୋଲିସ ପଶି କଂଗ୍ରେସ କର୍ମୀଙ୍କୁ ପିଟିବା ଅଭିଯୋଗରେ ଭୁବନେଶ୍ବର ଡିସିପି ଅଫିସ୍ ଆଗରେ ଗଣଧାରଣ ଦେଇଛି କଂଗ୍ରେସ । ପୋଲିସର ଏଭଳି କାର୍ଯ୍ୟକୁ ନିନ୍ଦା କରିବା ସହ କଂଗ୍ରେସ ପ୍ରତିବାଦ କରିଛି । ଆକ୍ରମଣରେ ଦୋଷୀମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କଂଗ୍ରେସ ଦାବି କରିଛି।

ଗଣ ଧାରଣା ଦେବା ପରେ ଡିସିପି ଅଫିସ ଭିତରକୁ ପଶିବାକୁ ଉଦ୍ୟମ କରିଥିଲେ ଛାତ୍ର କଂଗ୍ରେସ କର୍ମୀ । ଫଳରେ ଛାତ୍ର କଂଗ୍ରେସ ଓ ପୋଲିସ ମୁଁହାମୁଁହି ହୋଇଥିବା ଦେଖିବାକୁ ମିଳିଛି ।

   Related Posts