ତୈଳ ଦର ବୃଦ୍ଧି ପ୍ରତିବାଦ, କଳାହାଣ୍ଡିରେ ପେଟ୍ରୋଲ ପମ୍ପ୍ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

Published By : Prameya-News7 Bureau | June 11, 2021 IST

କଳାହାଣ୍ଡି ୧୧।୬: ପେଟ୍ରୋଲ, ଡିଜେଲ ଏବଂ ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ଆହ୍ବାନରେ କଳାହାଣ୍ଡି ଜିଲ୍ଲା କଂଗ୍ରେସ କମିଟି ଜିଲ୍ଲାର ସମସ୍ତ ପେଟ୍ରୋଲ ପମ୍ପ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କରୋନା ମହାମାରୀ ସମୟରେ ତୈଳ ଦର ବୃଦ୍ଧି ସାଧାରଣ ଜନତାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶୋଷଣ ତେଣୁ ତୁରନ୍ତ ପ୍ରତ୍ୟାହାର ଦାବି କରିଛି କଂଗ୍ରେସ ଦଳ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.