oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ତୈଳ ଦର ବୃଦ୍ଧି ପ୍ରତିବାଦ, କଳାହାଣ୍ଡିରେ ପେଟ୍ରୋଲ ପମ୍ପ୍ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

11/06/2021 at 11:33 AM

କଳାହାଣ୍ଡି ୧୧।୬: ପେଟ୍ରୋଲ, ଡିଜେଲ ଏବଂ ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ଆହ୍ବାନରେ କଳାହାଣ୍ଡି ଜିଲ୍ଲା କଂଗ୍ରେସ କମିଟି ଜିଲ୍ଲାର ସମସ୍ତ ପେଟ୍ରୋଲ ପମ୍ପ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କରୋନା ମହାମାରୀ ସମୟରେ ତୈଳ ଦର ବୃଦ୍ଧି ସାଧାରଣ ଜନତାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶୋଷଣ ତେଣୁ ତୁରନ୍ତ ପ୍ରତ୍ୟାହାର ଦାବି କରିଛି କଂଗ୍ରେସ ଦଳ ।

   Related Posts