Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ୍‌ର ପ୍ରସ୍ତୁତି; ଘୋଷଣା କରିବ ନିର୍ବାଚନି କମିଟି

4/10/2022 at 6:46 PM

କଟକ/ଭଦ୍ରକ ୦୪I୧୦: ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ଆଜି ବା ମଙ୍ଗଳବାର କଂଗ୍ରେସ ନିର୍ବାଚନ କମିଟି ଘୋଷଣା କରିବ।ଏହି କମିଟି ଧାମନଗର ଗସ୍ତ କରି ସମ୍ଭାବ୍ୟ ପ୍ରାର୍ଥୀମାନଙ୍କର ଜିତିବା ସମ୍ଭାବନା ଆକଳନ କରି ପିସିସିକୁ ନାଁ ସୁପାରିଶ କରିବ। ଜିତିବାର ସମ୍ଭାବନା ହିଁ ପ୍ରାର୍ଥୀ ଚୟନର ମୁଖ୍ୟ ଆଧାର ହେବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ଆଜି ପିସିସି ସଭାପତି କଟକ ଗସ୍ତ ସମୟରେ ଏହି ସୂଚନା ଦେଇଛନ୍ତି।

   Related Posts