oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୫୨୭ କରୋନା ପଜିଟିଭ୍

23/04/2022 at 9:30 AM

ନୂଆଦିଲ୍ଲୀ ୨୩/୦୪: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି  । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୫୪ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୫୦୭୯ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୧୭ ହଜାର ୭୨୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୨୧୪୯ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

   Related Posts