oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍‌, ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର ମୃତ, ଗୁରୁତର ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭଦ୍ରକ ଜିଲ୍ଲାପାଳ କାର୍ଯ୍ୟାଳୟରୁ ସୂଚନା, ଧାମନଗର ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି
  • ||
  • ଅଗ୍ନିଶ୍ଵର ମନ୍ଦିର ଉପରେ ଚଢ଼ିଗଲେ ପୂଜକ, ସିଂହଦ୍ୱାର ଥାନାରେ ଅଟକ ରଖିଲା ପୋଲିସ୍‌
  • ||
  • ଅରୁଣାଚଳ ପ୍ରଦେଶ: ତଓ୍ୱାଙ୍ଗରେ ସେନା ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୮ କୋଭିଡ୍ ପଜିଟିଭ୍
  • ||
  • ବୌଦ୍ଧ : ଲୁଗା ଶୁଖାଇବା ହେଲା କାଳ, ବିଦ୍ୟୁତ ଆଘାତରେ ଚାଲିଗଲା ତିନିଜଣଙ୍କ ଜୀବନ
  • ||
  • ଲଘୁଚାପ ପ୍ରଭାବରେ ଭିଜୁଛି ସାରା ରାଜ୍ୟ, ଭଦ୍ରକରେ ରେକର୍ଡ ସଂଖ୍ୟକ ବର୍ଷା
  • ||
  • ବାରାମୁଲ୍ଲାରେ ଶୋପିଆନ୍‌ରେ ଏନକାଉଣ୍ଟର: ୩ ଆତଙ୍କବାଦୀ ନିପାତ, ମୁଲୁରେ କମ୍ୱିଂ ଜାରି
  • ||

୨୪ ଘଣ୍ଟାରେ ଦେଶରେ ବାହାରିଲେ ୩୮ ହଜାରରୁ ଅଧିକ ପଜିଟିଭ୍, ୫୦୦ ତଳେ ମୃତ୍ୟୁସଂଖ୍ୟା

19/07/2021 at 9:24 AM

ନୂଆଦିଲ୍ଲୀ, ୧୯/୦୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୯ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ୩୮୧୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ତଳକୁ ଖସିଛି। ୨୪ ଘଣ୍ଟା ମଧ୍ୟରେ ୪୯୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୧ ଲକ୍ଷ ୪୪ ହଜାର ୨୨୯ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୪ ହଜାର ୧୦୮ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୩ ଲକ୍ଷ ୮ ହଜାର ୪୫୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୨୧୬୬୫।

   Related Posts