oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଦେଶରେ ବଢୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୪ ହଜାରରୁ ଅଧିକ କରୋନା ପଜିଟିଭ୍

30/07/2021 at 9:54 AM

ନୂଆଦିଲ୍ଲୀ, ୩୦/୦୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୫୫ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୪୨୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୫୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୫ ଲକ୍ଷ ୭୨ହଜାର ୩୪୪ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୩ ହଜାର ୨୧୭ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୭ ଲକ୍ଷ ୪୩ ହଜାର ୯୭୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୫୧୫୫।

   Related Posts