oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୧ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୨ ମୃତ

23/09/2021 at 9:18 AM

ନୂଆଦିଲ୍ଲୀ, ୨୩।୦୯ :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୨ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୧୯୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୮୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୫ ଲକ୍ଷ ୬୩ ହଜାର ୪୨୧ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୬ ହଜାର ୫୦ରେ ପହଞ୍ଚିଛି। ଏବେ ଦେଶରେ ୩୦୧୬୪୦ ସକ୍ରିୟ ମାମଲା ରହିଛି ।ସେହିପରି ୩୨୮୧୫୭୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts