oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୪୯ ମୃତ

30/10/2021 at 10:01 AM

ନୂଆଦିଲ୍ଲୀ ୩୦/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୪୯ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୪୩୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୫୪୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୨ ଲକ୍ଷ ୬୦ ହଜାର ୪୭୦ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୭ ହଜାର ୭୪୦ରେ ପହଞ୍ଚିଛି । ଏବେ ଦେଶରେ ୧୬୧୫୫୫ ସକ୍ରିୟ ମାମଲା ରହିଛି ।  ସେହିପରି ୩୩୬୪୧୧୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

   Related Posts