oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଦେଶରେ କମିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୮୮୧୩ କରୋନା ପଜିଟିଭ୍

16/08/2022 at 9:59 AM

ନୂଆଦିଲ୍ଲୀ, ୧୬|୦୮: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ହ୍ରାସ ପାଇଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୯ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୮୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୧୧୨୫୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୬ ଲକ୍ଷ ୩୮ ହଜାର ୮୪୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୦୯୮ ଜଣ କରୋନାରେ ପ୍ରାଣ ହରାଇଛନ୍ତି । 

   Related Posts