oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୧ କରୋନା ପଜିଟିଭ୍

2/05/2022 at 9:02 AM

ଭୁବନେଶ୍ୱର ୦୨।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୬୮ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୮୦୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୩୧୬୯୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।   

   Related Posts