ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

1/10/2021 at 9:49 AM

ଭୁବନେଶ୍ୱର ୦୧।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୭୭ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ,ଜଗତସିଂହପୁର, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୬୯୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୩୧୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୦୩୪୨୪୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts