oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ

19/10/2021 at 9:20 AM

ନୂଆଦିଲ୍ଲୀ ୧୯/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬୪ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୦୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୬୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୦ ଲକ୍ଷ ୯୪ ହଜାର ୩୭୩ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୨ ହଜାର ୪୫୪ରେ ପହଞ୍ଚିଛି । ଏବେ ଦେଶରେ ୧୮୩୧୧୮ ସକ୍ରିୟ ମାମଲା ରହିଛି । ସେହିପରି ୩୩୪୫୮୮୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts