ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୭ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୪ ମୃତ

19/12/2021 at 9:30 AM

ନୂଆଦିଲ୍ଲୀ ୧୯/୧୨: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି । 

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୬୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୦୮୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୮୩୯୧୩ ସକ୍ରିୟ ମାମଲା ରହିଛି ଏବଂ ୩୪୧୭୮୯୪୦ ଜଣ ସୁସ୍ଥ ହୋଇ ଫେରିଛନ୍ତି ।  ଏତତ୍ ବ୍ୟତୀତ ୪୭୭୪୨୨ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

   Related Posts