oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୪୭ ହଜାରରୁ ଅଧିକ କରୋନା ପଜିଟିଭ୍, ୭୦୩ ମୃତ

21/01/2022 at 9:27 AM

ନୂଆଦିଲ୍ଲୀ ୨୧/୦୧: ବୋଲ ମାନୁନି କରୋନା । ଦେଶରେ ପୁଣି କରୋନା ବିସ୍ଫୋରଣ ।   ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୩ ଲକ୍ଷ ଟପିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୪୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୦୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୪୭୨୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୭୦୩ ଛୁଇଁଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩ କୋଟି ୭୪ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୦୧୮୮୨୫ ସକ୍ରିୟ ମାମଲା ରହିଛି ଏବଂ ୩୬୦୫୮୮୦୬ ଜଣ ସୁସ୍ଥ ହୋଇ ଫେରିଛନ୍ତି ।  ଏତତ୍ ବ୍ୟତୀତ ୪୮୮୩୯୬ ସଂକ୍ରମିତ ପ୍ରାଣ ହରାଇଛନ୍ତି । 

   Related Posts