ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୧୩୫ କରୋନା ପଜିଟିଭ୍

4/07/2022 at 10:01 AM

ନୂଆଦିଲ୍ଲୀ ୦୪/୦୭: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୧୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୫ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୧୩୮୬୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୮ ଲକ୍ଷ ୭୯ ହଜାର ୪୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି ।   ୫୨୫୨୨୩ଜଣ କରୋନାରେ ପ୍ରାଣ ହରାଇଛନ୍ତି । 

   Related Posts