Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅବପାତର ରୂପ ନେଲା ଲଘୁଚାପ, ସୋମବାରଠୁ କମିବ ବର୍ଷା
  • ||
  • ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ
  • ||
  • ‘ଦୁନିଆରେ ହଜାରେ ବାଘ, କିନ୍ତୁ ଦ୍ରାବିଡ…’ : ଟିମ୍ ଇଣ୍ଡିଆର କୋଚ୍‌ଙ୍କୁ ନେଇ ଟେଲରଙ୍କ ବଡ ବୟାନ
  • ||

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୩୦୮୬ କରୋନା ପଜିଟିଭ୍

5/07/2022 at 9:42 AM

ନୂଆଦିଲ୍ଲୀ ୦୫/୦୭: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୦୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୫ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୧୩୮୬୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୮ ଲକ୍ଷ ୭୯ ହଜାର ୪୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି ।   ୫୨୫୨୨୩ଜଣ କରୋନାରେ ପ୍ରାଣ ହରାଇଛନ୍ତି । 

   Related Posts