Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ଘନୀଭୂତ ହେବ ଲଘୁଚାପ, ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷିବ
  • ||
  • ରେଳ ଧାରଣାରୁ ମିଳିଲା ମନ୍ତ୍ରୀଙ୍କ ଭଣଜାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୫୮୧୫ କରୋନା ପଜିଟିଭ୍
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୩ କୋଭିଡ୍ ପଜିଟିଭ୍
  • ||
  • କନ୍ନଡ ଗାୟକ ଶିବମୋଗା ସୁବାନାଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ହୃଦଘାତରେ ପରଲୋକ
  • ||
  • ଲଘୁଚାପ ସକ୍ରିୟ : ଦୁଇ ଦିନ ଯାଏଁ ପ୍ରବଳ ବର୍ଷା, ଫୁଲୁଛି ବିଭିନ୍ନ ନଦୀ
  • ||

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୮୯୩୦ କରୋନା ପଜିଟିଭ୍

7/07/2022 at 9:50 AM

ନୂଆଦିଲ୍ଲୀ ୦୭/୦୭: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୮୯୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୬ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୧୯୪୫୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୯ ଲକ୍ଷ ୨୧ ହଜାର ୯୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି ।   ୫୨୫୩୦୫ଜଣ କରୋନାରେ ପ୍ରାଣ ହରାଇଛନ୍ତି ।     

   Related Posts