oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୪୮୩୦ କରୋନା ପଜିଟିଭ୍

26/07/2022 at 9:15 AM

ନୂଆଦିଲ୍ଲୀ ୨୬/୦୭: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୪୮୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୪୭୫୧୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୨ ଲକ୍ଷ ୪୬ ହଜାର ୮୨୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୧୧୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି । 

   Related Posts