scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଦେଶରେ ଉପରତଳ ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୧୬୧୬୭ କରୋନା ପଜିଟିଭ୍

8/08/2022 at 9:53 AM

ନୂଆଦିଲ୍ଲୀ ୦୮/୦୮: ଉପରତଳ କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିଲା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିବା ପରେ ସାମାନ୍ୟ କମିଛି। ମୃତ୍ୟୁସଂଖ୍ୟାରେ ବି କାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୬ ହଜାର ଟପିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୧୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୩୫୫୧୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୪ ଲକ୍ଷ ୯୯ ହଜାର ୬୫୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୬୭୩୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।     

   Related Posts