AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୯୫୩୧ କରୋନା ପଜିଟିଭ୍

22/08/2022 at 9:21 AM

ନୂଆଦିଲ୍ଲୀ, ୨୨|୦୮: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୯ ହଜାର ଉପରେ ରହିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୫୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୬ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୯୭୬୪୮ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୭ ଲକ୍ଷ ୨୩ ହଜାର ୯୪୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୩୬୮ ଜଣ କରୋନାରେ ପ୍ରାଣ ହରାଇଛନ୍ତି । 

   Related Posts