ନୂଆଦିଲ୍ଲୀ, ୨୮|୦୮: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୦ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୪୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୭ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
wp:html/wp:htmlभारत में पिछले 24 घंटों में #COVID19 के 9,436 नए मामले सामने आए हैं।
— ANI_HindiNews (@AHindinews) August 28, 2022
सक्रिय मामले: 86,591
कुल रिकवरी: 4,37,93,787
ସେହିପରି ୮୬୫୯୧ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୭ ଲକ୍ଷ ୯୩ ହଜାର ୭୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୬୦୦ରୁ ଅଧିକ ଆକ୍ରାନ୍ତ ,ତତ,. ଜଣ କରୋନାରେ ପ୍ରାଣ ହରାଇଛନ୍ତି ।