ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୯୪୩୬ କରୋନା ପଜିଟିଭ୍

28/08/2022 at 10:28 AM

ନୂଆଦିଲ୍ଲୀ, ୨୮|୦୮: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୪୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୭ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୮୬୫୯୧ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୭ ଲକ୍ଷ ୯୩ ହଜାର ୭୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୬୦୦ରୁ ଅଧିକ ଆକ୍ରାନ୍ତ ,ତତ,. ଜଣ କରୋନାରେ ପ୍ରାଣ ହରାଇଛନ୍ତି । 

   Related Posts