Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୫୪୩୯ କରୋନା ପଜିଟିଭ୍

30/08/2022 at 10:14 AM

ନୂଆଦିଲ୍ଲୀ, ୩୦|୦୮: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୬ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୪୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୮ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୬୫୭୩୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୮ ଲକ୍ଷରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୭୦୦ରୁ ଅଧିକ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି । 

   Related Posts