oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୫୧୦୮ କରୋନା ପଜିଟିଭ୍

14/09/2022 at 9:44 AM

ନୂଆଦିଲ୍ଲୀ, ୧୪|୦୯: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୬ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୪୫୭୪୯ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୯ ଲକ୍ଷ ୩୬ ହଜାରରୁ ଅଧିକ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୮୨୧୬ରୁ ଅଧିକ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି ।

   Related Posts