oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୬ ହଜାରରୁ ଅଧିକ କରୋନା ପଜିଟିଭ୍, ୫୭୩ ମୃତ

27/01/2022 at 9:20 AM

ନୂଆଦିଲ୍ଲୀ ୨୭/୦୧: ବୋଲ ମାନୁନି କରୋନା । ଦେଶରେ ପୁଣି କରୋନା ବିସ୍ଫୋରଣ ।   ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୨ ଲକ୍ଷ ଟପିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୮୬ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୭୩ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୬୩୮୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୭୩ ଛୁଇଁଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩ କୋଟି ୮୧ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୨୦୨୪୭୨ ସକ୍ରିୟ ମାମଲା ରହିଛି ଏବଂ ୩୭୬୭୭୩୨୮ ଜଣ ସୁସ୍ଥ ହୋଇ ଫେରିଛନ୍ତି ।  ଏତତ୍ ବ୍ୟତୀତ ୪୯୧୭୦୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

   Related Posts