oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ଦେଶରେ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୨୦୧ ମୃତ

4/03/2022 at 9:11 AM

ନୂଆଦିଲ୍ଲୀ ୦୪/୦୩: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୦୧ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୩୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୧ ଛୁଇଁଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୯ ଲକ୍ଷ ୫୧ ହଜାର ୫୫୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୬୯୮୯୭ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୩ ଲକ୍ଷ ୬୭ ହଜାର ୭୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୪ ହଜାର ୫୮୯ ସଂକ୍ରମିତ ପ୍ରାଣ ହରାଇଛନ୍ତି ।  

   Related Posts