oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଦେଶରେ ଉପର ତଳ କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୧୨୪୭ କୋଭିଡ୍ ପଜିଟିଭ୍

19/04/2022 at 9:07 AM

ନୂଆଦିଲ୍ଲୀ ୧୯/୦୪: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା କିନ୍ତୁ କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସି ଆସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦୁଇ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୪୫ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୧୮୬୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୧୧ ହଜାର ୭୦୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୧୯୬୬ ସଂକ୍ରମିତ ପ୍ରାଣ ହରାଇଛନ୍ତି ।    

   Related Posts