oroinfra
maganna
EVOS_WebBanner_728X90
oroinfra
ChampionMaganna_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୩୨୦୫ କରୋନା ପଜିଟିଭ୍

4/05/2022 at 9:09 AM

ନୂଆଦିଲ୍ଲୀ ୦୪/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୨୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୮୮ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୯୫୦୯ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୪୪ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୩୯୨୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।  

   Related Posts