oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୩୦୪୪ କରୋନା ପଜିଟିଭ୍

10/05/2022 at 9:31 AM

ନୂଆଦିଲ୍ଲୀ ୧୦/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୦୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୯୬୩୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୬୩ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୪୧୦୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

   Related Posts