ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଦେଶରେ ଉପର-ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୬୨୮ କରୋନା ପଜିଟିଭ୍

26/05/2022 at 10:06 AM

ନୂଆଦିଲ୍ଲୀ ୨୬/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ କାୟା ମେଲାଇବା ପରେ ଖସିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬୨୮ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୬୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୫୪୧୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୪୮ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୪୫୨୫ ସଂକ୍ରମିତ ପ୍ରାଣ ହରାଇଛନ୍ତି ।     

   Related Posts