ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡାଇବା ଘଟଣା : ଅପଲୋଡ ଭିଡିଓ ଡିଲିଟ୍‌ କଲେ ୟୁଟ୍ୟୁବର, ଆଉ ହାତଯୋଡି କ୍ଷମା ବି ମାଗିଲେ…
  • ||
  • ଅର୍ଚ୍ଚନା ନାଗ ଗିରଫ ମାମଲା, ଇଡିକୁ ସବୁ ତଥ୍ୟ ଦେଲା କମିଶନରେଟ୍‌ ପୋଲିସ
  • ||
  • ଧର୍ମଗଡ଼ : ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌, ଯାତାୟତ ବାଧାପ୍ରାପ୍ତ
  • ||

ଦେଶରେ ଉପର ତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୪୫୧୮ କରୋନା ପଜିଟିଭ୍

6/06/2022 at 9:27 AM

ନୂଆଦିଲ୍ଲୀ ୦୬/୦୬: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୪ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୫୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୨୫୭୮୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୩୦ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୪୭୦୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।   

   Related Posts