ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୧୨୪ କୋଭିଡ୍ ପଜିଟିଭ୍

25/05/2022 at 9:27 AM

ନୂଆଦିଲ୍ଲୀ ୨୫/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ କାୟା ମେଲାଇବା ପରେ ଖସିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୧୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୧୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୪୯୭୧ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୪୫୦୭ ସଂକ୍ରମିତ ପ୍ରାଣ ହରାଇଛନ୍ତି ।  

   Related Posts