previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୫୨ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ଉପରତଳ ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୧୬୧୬୭ କରୋନା ପଜିଟିଭ୍
  • ||
  • ବିହାରରେ ବିଜେପିଠୁ ଅଲଗା ହେବ ଜେଡିୟୁ ! ଗୋଟିଏ-ଦୁଇ ଦିନରେ ହୋଇପାରେ ଘୋଷଣା
  • ||
  • ଝାରସୁଗୁଡା ଉପକାରାଗାରରେ ଅଘଟଣ, ଗଳାକାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଜଙ୍ଗଲର ରାଜାକୁ ପାଳିବା ପାଇଁ ଟଙ୍କା ନାହିଁ : ଚିଡିଆଖାନାର ସିଂହକୁ ବିକ୍ରି କରିଦେବ ପାକିସ୍ତାନ
  • ||

ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୮ କୋଭିଡ୍ ପଜିଟିଭ୍

21/05/2022 at 9:05 AM

ଭୁବନେଶ୍ୱର, ୨୧/୦୫:  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୫୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୦୬୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୧୨୪୩୩ସାମ୍ପୁଲ ଟେଷ୍ଟ୍ ହୋଇଛି ।   

   Related Posts