ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ରାଜ୍ୟରେ ଉପର ତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦ ପଜିଟିଭ୍

10/06/2022 at 9:08 AM

ନୂଆଦିଲ୍ଲୀ ୧୦/୦୬:  ରାଜ୍ୟରେ ଉପର ତଳ କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୯୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୫୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୮୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୫୩୫୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts