AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୪ କୋଭିଡ୍ ପଜିଟିଭ୍

9/09/2022 at 9:12 AM

ଭୁବନେଶ୍ୱର ୦୮।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୯୭୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୭୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୯୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୮୭୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୦୧୫୭୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts