ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୪୨କୁ ବୃଦ୍ଧି

18/12/2021 at 10:36 AM

ଭୁବନେଶ୍ୱର ୧୮।୧୨: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୨ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକ ମୟୁରଭଞ୍ଜ ଜିଲ୍ଲା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୬୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୨୨୨୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୭୬୯୨୦୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts