oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ

16/11/2021 at 10:06 AM

ନୂଆଦିଲ୍ଲୀ ୧୬/୧୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮,୮୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୯୭ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ଦେଶରେ ୧୩୦୭୯୩ ସକ୍ରିୟ ମାମଲା ରହିଛି । ଯାହାକି ୫୨୫ ଦିନରେ ସବୁଠୁ କମ କେସ୍ ।

   Related Posts