oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୮ ମୃତ

22/12/2021 at 11:05 AM

ନୂଆଦିଲ୍ଲୀ ୨୨/୧୨: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୮ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୬୩୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୭୯,୦୯୭ ସକ୍ରିୟ ମାମଲା ରହିଛି ଏବଂ ୩୪୧୯୫୦୬୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୭୮୦୦୭ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

   Related Posts