oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୫୩୪ ମୃତ

5/01/2022 at 9:38 AM

ନୂଆଦିଲ୍ଲୀ ୦୫/୦୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଟପିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୩୪ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୮୦୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୧୪୦୦୪ ସକ୍ରିୟ ମାମଲା ରହିଛି ଏବଂ ୩୪୩୨୧୮୦୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୨୫୫୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

   Related Posts