oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୩୨ କରୋନା ପଜିଟିଭ୍

22/03/2022 at 9:15 AM

ଭୁବନେଶ୍ୱର ୨୨/୦୩: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୨୨୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬ ଜଣ ରହିଛନ୍ତି ।

୧୧ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଜପତିରୁ ୭ ଜଣ, ଯାଜପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୫ ଜଣ, ବାଲେଶ୍ବରରୁ ୩ ଜଣ, ଖୋର୍ଦ୍ଧ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, କଟକ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ, ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୪୯୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୨୬୫୭୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts