previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶୁକ୍ରବାର ବଜାର ମାନ୍ଦା, ଲାଲ୍ ରଙ୍ଗରେ ଖୋଲିଲା ନିଫ୍ଟି ଓ ସେନସେକ୍ସ
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୫୬୧ କରୋନା ପଜିଟିଭ୍
  • ||
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୧୭୭୩ କରୋନା ଆକ୍ରାନ୍ତ

22/08/2020 at 8:09 PM

ଭୁବନେଶ୍ୱର, ୨୨|୦୮: ଶନିବାର ରାଜ୍ୟରେ ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି  । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨୭୬ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧାରୁ ୨୫୪,ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ବଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡାରୁ ୭୭, ପୁରୀରୁ ୭୪, ମାଲକାନଗିରିରୁ ୭୨, କୋରାପୁଟରୁ ୬୯ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡରୁ୬୮, ବାଲେଶ୍ୱରରୁ ୫୮, ନୟାଗଡରୁ ୫୧, କଳାହାଣ୍ଡିରୁ ୩୮, କେଉଁଝରରୁ ୩୮, ବରଗଡ଼ରୁ ୩୨, ଗଜପତିରୁ ୩୦, ବଲାଙ୍ଗୀରରୁ ୨୬, ଭଦ୍ରକରୁ ୨୫, ନବରଙ୍ଗପୁରରୁ ୨୩, କେନ୍ଦ୍ରାପଡାରୁ ୨୩, ଢେଙ୍କାନାଳରୁ ୨୦, ଝାରସୁଗୁଡାରୁ ୧୯, ଜଗତସିଂପୁରରୁ ୧୫, ଅନୁଗୋଳରୁ ୭, ନୂଆପଡା ଓ ସୋନପୁରରୁ ୪ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts