Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ଭିଏଲସି ମିଡିଆ ପ୍ଲେୟାର ବ୍ୟାନ୍, ଓ୍ୱେବସାଇଟରେ ଆସୁଛି ଆଇଟି ଆକ୍ଟ ମେସେଜ୍
  • ||
  • ୨୪ ଘଣ୍ଟାରେ ଘନୀଭୂତ ହେବ ଲଘୁଚାପ, ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷିବ
  • ||
  • ରେଳ ଧାରଣାରୁ ମିଳିଲା ମନ୍ତ୍ରୀଙ୍କ ଭଣଜାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୫୮୧୫ କରୋନା ପଜିଟିଭ୍
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୩ କୋଭିଡ୍ ପଜିଟିଭ୍
  • ||
  • କନ୍ନଡ ଗାୟକ ଶିବମୋଗା ସୁବାନାଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ହୃଦଘାତରେ ପରଲୋକ
  • ||
  • ଲଘୁଚାପ ସକ୍ରିୟ : ଦୁଇ ଦିନ ଯାଏଁ ପ୍ରବଳ ବର୍ଷା, ଫୁଲୁଛି ବିଭିନ୍ନ ନଦୀ
  • ||

କରୋନା ଯୋଦ୍ଧାଙ୍କୁ ମାଗଣାରେ ମିଳିବ ଟିକା: ସ୍ୱାସ୍ଥ୍ୟ ମନ୍ତ୍ରୀ

17/12/2020 at 5:52 PM

ଭୁବନେଶ୍ବର୧୭/୧୨: କରୋନା ଯୋଦ୍ଧାଙ୍କୁ ମାଗଣାରେ ମିଳିବ ଟିକା। ଓଡ଼ିଶାରେ ପ୍ରଥମେ ୩ଟି ଶ୍ରେଣୀଭୁକ୍ତ କରୋନା ଯୋଦ୍ଧାଙ୍କୁ ମାଗଣା ଟିକା ମିଳିବ। ଏହି ଶ୍ରେଣୀରେ ପ୍ରଥମେ ଡାକ୍ତର, ସ୍ୱାସ୍ଥ୍ୟ କର୍ମୀମାନେ ରହିଛନ୍ତି। ଏହାପରେ ପୌର, ସ୍ୱାସ୍ଥ୍ୟ ଓ ପାନୀୟ ଜଳ ଯୋଗାଣ କର୍ମଚାରୀମାନଙ୍କ ପାଇଁ ମାଗଣା ଟିକା ବ୍ୟବସ୍ଥା କରାଯାଇଛି।

ଏହି ଦୁଇ ଶ୍ରେଣୀର ଲୋକଙ୍କୁ ବାଦ୍ ଦେଇ ବୟସ୍କ ବ୍ୟକ୍ତିମାନଙ୍କୁ ମଧ୍ୟ ମାଗଣାରେ ଟିକା ଦିଆଯିବ। କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକା ମୁତାବକ, ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଏ ସଂପର୍କରେ ସୂଚନା ଦେଇଛନ୍ତି। ଜାନୁୟାରୀ ମାସ ଭିତରେ ଟିକାକରଣ ଆରମ୍ଭ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।

   Related Posts