ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ

31/01/2023 at 10:16 AM

ଭୁବନେଶ୍ୱର ୩୧/୦୧: ଜେଲରେ ପରୀକ୍ଷା ଦେବେ ଅର୍ଚ୍ଚନା ନାଗ୍ । ସୋମବାର ପରୀକ୍ଷା ଦେବା ନେଇ ଅନୁମତି ଦେଇଥିଲେ କୋର୍ଟ । ମଙ୍ଗଳବାର ଜେଲ୍ ମାନୁଆଲ ମୁତାବକ ସେ ଜେଲ୍‌ରେ ପରୀକ୍ଷା ଦେବେ ।

ଅର୍ଚ୍ଚନା ଆଇନ ପାଠ ପଢ଼ୁଥିବା ବେଳେ ଇନଟିଗ୍ରେଟେଡ଼ ଲର ସପ୍ତମ ସେମିଷ୍ଟାର ପରୀକ୍ଷା ଦେବେ । ଭୁବନେଶ୍ୱର କ୍ୟାପିଟାଲ ଲ’ କଲେଜରେ ୫ ବର୍ଷିଆ ଇଣ୍ଟିଗ୍ରେଟେଡ ଲ’ର ସପ୍ତମ ସେମିଷ୍ଟର ପରୀକ୍ଷା ଦେବେ ଅର୍ଚ୍ଚନା । ଏଥିପାଇଁ ଜେଲ୍ ମାନୁଆଲ ଅନୁଯାୟୀ ପରୀକ୍ଷା କରାଇବା ଲାଗି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ପରୀକ୍ଷା ପାଇଁ ପୂର୍ବରୁ ଅର୍ଚ୍ଚନା ଫର୍ମ ପୂରଣ କରିଥିଲେ ।

ଏଥିପାଇଁ ଅର୍ଚ୍ଚନାଙ୍କୁ କୋର୍ଟ ଅନୁମତି ଦେଇଥିଲେ । ପରେ ଅର୍ଚ୍ଚନାଙ୍କ ଓକିଲ ଲ’ ପରୀକ୍ଷା ଦେବା ପାଇଁ କୋର୍ଟର ଆବେଦନ କରିଥିଲେ । ଏଥିପାଇଁ ଗତକାଲି ତାଙ୍କୁ ଅନୁମତି ମିଳିଛି ।

   Related Posts